Sunday, October 4, 2026
24.3 C
Odisha

    ଆଜି ମା’ଙ୍କୁ ଚକ୍ଷୁଦାନ: ମଣ୍ଡପରେ ମହାସପ୍ତମୀ, ପୀଠରେ ମହାଷ୍ଟମୀ ପୂଜା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଭିନ୍ନ ପୂଜା ମଣ୍ଡପ ଓ ଶକ୍ତିପୀଠ ମା’ଦୁର୍ଗତି ନାଶିନୀଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି । ବୁଧବାର  ବିଲ୍ୱ ବରଣ ପରେ ଗୁରୁବାର ପୂଜା ମଣ୍ଡପରେ ମା’ଯୋଗମାୟାଙ୍କ ଚକ୍ଷୁଦାନ ସମ୍ପନ୍ନ ହେବ।।ଗୁରୁବାର ପୂଜା ମଣ୍ଡପରେ ମା‘ଙ୍କର ମହାସପ୍ତମୀ ପୂଜା ଅନୁଷ୍ଠିତ ହେଉଛି । ସେହିପରି ବିଭିନ୍ନ ଶକ୍ତିପୀଠରେ ନୀତିନିୟମ ଅନୁସାରେ ମା’ଙ୍କର ମହାଷ୍ଟମୀ ପୂଜା କରାଯାଉଛି।ନୟାପଲ୍ଲୀ, ସହିଦନଗର, ଝାରପଡା, ରସୁଲଗଡ, ବରମୁଣ୍ଡା, ଷ୍ଟେସନବଜାର ଆଦି ପ୍ରମୁଖ ମଣ୍ଡପରେ ପୁଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

    ସେହିପରି କଟକର ବିଭିନ୍ନ ପୂଜା ମଣ୍ଡପରେ ସୁନା, ଚାନ୍ଦି ମେଢରେ ମାଆଙ୍କ ମୃଣ୍ମୟୀ ମୂର୍ତ୍ତି ଶୋଭା ପାଉଛନ୍ତି।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ