Monday, April 6, 2026
23.6 C
Odisha

    ଛାତ୍ରୀକୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର ପୋକ୍ସୋ ଜଜ

    ଆଗକୁ ପଢନ୍ତୁ

    ଯାଜପୁର ଟାଉନ : ଦ୍ଵିତୀୟ ଶ୍ରେଣୀ ଛାତ୍ରୀକୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତଙ୍କୁ ୨୦ବର୍ଷ କାରାଦଣ୍ଡାଦେଶ ଶୁଣାଇଲେ ଯାଜପୁର ଅତିରିକ୍ତ ଜ଼ିଲ୍ଲା ଦୌରା ଜଜ ତଥା ସ୍ୱତନ୍ତ୍ର ପୋକ୍ସୋ ଜଜ । ୨୦୨୩ ମସିହା ସୁକିନ୍ଦା ଥାନା ଅଞ୍ଚଳର ୭ ବର୍ଷୀୟ ନାବାଳିକା ଦୁଷ୍କର୍ମର ଶିକାର ହୋଇଥିଲେ। ଅଭିଯୁକ୍ତ ହେଲେ ସୁକିନ୍ଦା ଥାନା ଅଞ୍ଚଳର ରବୀନ୍ଦ୍ର ମଲ୍ଲିକ ।

    ୧୩ଜଣ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ଅଭିଯକ୍ତଙ୍କୁ ୨୦ବର୍ଷ କାରାଦଣ୍ଡାଦେଶ ସହ ୨ ହଜାର ଜରିମାନା ରାୟ । ଏଥି ସହିତ ଅନାଦୟ ୪ ମାସ ଅଧିକ କାରାଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    73 %
    1.7kmh
    3 %
    Sun
    24 °
    Mon
    38 °
    Tue
    35 °
    Wed
    37 °
    Thu
    37 °

    ସମ୍ବନ୍ଧିତ