Thursday, April 17, 2025
24.7 C
Odisha

    ପୁରୀରେ ବିଭତ୍ସ ହତ୍ୟାକାଣ୍ଡ; ପଥରରେ ଛେଚି ଯୁବକଙ୍କୁ ହତ୍ୟା ସନ୍ଦେହ

    ଆଗକୁ ପଢନ୍ତୁ

    ପୁରୀ : ପୁରୀରେ ବିଭତ୍ସ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଶ୍ରୀ ସେତୁ ତଳୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତ ଦେହ ଜବତ କରାଯାଇଛି । ତେବେ ତାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ତେବେ ହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ଏହି ମାମଲାରେ ଟାଉନ୍ ଥାନା ପୋଲିସର ଛାନଭିନ୍ ଜାରି ରହିଛି । ମୃତକ ଜଣଙ୍କ ସଦର ଥାନା ଖଣ୍ଡିଆବନ୍ଧ ଗାଁର ବୋଲି ଜଣାପଡ଼ିଛି ।

    ଅନ୍ୟପଟେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। ପ୍ରଥମେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବା ପରେ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ।  ଶ୍ରୀକ୍ଷେତ୍ର ପୁରୀରେ ଆଜି ଦିନତମାମ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ରହିଛି । ସକାଳ ୯ଟାରେ ରାଷ୍ଟ୍ରପତି ଭୁବନେଶ୍ୱରରୁ ବାହାରି ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯିବେ। ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.7 ° C
    24.7 °
    24.7 °
    82 %
    2.1kmh
    59 %
    Thu
    37 °
    Fri
    41 °
    Sat
    43 °
    Sun
    42 °
    Mon
    41 °

    ସମ୍ବନ୍ଧିତ