Saturday, January 17, 2026
12.7 C
Odisha

    ମଣିପୁରରେ ପୁଣି ହିଂସା: ୩ ଜଣଙ୍କୁ ଗୁଳି କରି ହତ୍ୟା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ସୋମବାର ପୁଣି ମଣିପୁରର ଥୌବାଲ ଜିଲାରେ ତିନି ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ୫ ଜଣ ଆହତ ହୋଇଥିବା ଅଭିଯୋଗ ହୋଇଛି। ଫଳରେ ପୁଣିଥରେ ରାଜ୍ୟର ପାଞ୍ଚଟି ଉପତ୍ୟକା ଜିଲାରେ କର୍ଫ୍ୟୁ ଲାଗୁ କରାଯାଇଛି। ଆକ୍ରମଣକାରୀ ବନ୍ଧୁକଧାରୀଙ୍କୁ ଏ ପର୍ଯ୍ୟନ୍ତ ଚିହ୍ନଟ କରାଯାଇ ନାହିଁ। ବନ୍ଧୁକଧାରୀମାନେ ଛଦ୍ମବେଶରେ ଲିଲୋଙ୍ଗ ଚିଙ୍ଗଜାଓ ଅଞ୍ଚଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କୁ ଟାର୍ଗେଟ୍‌ କରି ଗୁଳି ଚଳାଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    12.7 ° C
    12.7 °
    12.7 °
    33 %
    1.5kmh
    29 %
    Sat
    29 °
    Sun
    30 °
    Mon
    31 °
    Tue
    32 °
    Wed
    31 °

    ସମ୍ବନ୍ଧିତ