Sunday, September 27, 2026
24.7 C
Odisha

    ମଣିପୁରରେ ପୁଣି ହିଂସା: ୩ ଜଣଙ୍କୁ ଗୁଳି କରି ହତ୍ୟା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ସୋମବାର ପୁଣି ମଣିପୁରର ଥୌବାଲ ଜିଲାରେ ତିନି ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ୫ ଜଣ ଆହତ ହୋଇଥିବା ଅଭିଯୋଗ ହୋଇଛି। ଫଳରେ ପୁଣିଥରେ ରାଜ୍ୟର ପାଞ୍ଚଟି ଉପତ୍ୟକା ଜିଲାରେ କର୍ଫ୍ୟୁ ଲାଗୁ କରାଯାଇଛି। ଆକ୍ରମଣକାରୀ ବନ୍ଧୁକଧାରୀଙ୍କୁ ଏ ପର୍ଯ୍ୟନ୍ତ ଚିହ୍ନଟ କରାଯାଇ ନାହିଁ। ବନ୍ଧୁକଧାରୀମାନେ ଛଦ୍ମବେଶରେ ଲିଲୋଙ୍ଗ ଚିଙ୍ଗଜାଓ ଅଞ୍ଚଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କୁ ଟାର୍ଗେଟ୍‌ କରି ଗୁଳି ଚଳାଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.7 ° C
    24.7 °
    24.7 °
    89 %
    1.4kmh
    0 %
    Sun
    25 °
    Mon
    30 °
    Tue
    29 °
    Wed
    30 °
    Thu
    30 °

    ସମ୍ବନ୍ଧିତ