Wednesday, September 30, 2026
30.2 C
Odisha

    ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଯୋଶୀଙ୍କ ପରଲୋକ

    ଆଗକୁ ପଢନ୍ତୁ

    ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଶିବସେନା ନେତା ମନୋହର ଯୋଶୀଙ୍କର ଆଜି ସକାଳେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ମନୋହର ଯୋଶୀଙ୍କୁ ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କର ହୃଦଘାତ ହୋଇଥିବା ଡାକ୍ତରମାନେ କହିଥିଲେ। ମନୋହର ଯୋଶୀଙ୍କୁ ହିନ୍ଦୁଜା ହସ୍ପିଟାଲର ଆଇସିୟୁ ୱାର୍ଡରେ ଭର୍ତ୍ତି କରାଯାଇଥିଲା।ଗତକାଲି ମନୋହର ଯୋଶୀ ହଠାତ୍ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ଶିବସେନା-ୟୁବିଟି ନେତା ଉଦ୍ଧବ ଠାକରେ ଏବଂ ରଶ୍ମୀ ଠାକରେ ମନୋହର ଯୋଶୀଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ଜାଣିବାପାଇଁ ହିନ୍ଦୁଜା ଡାକ୍ତରଖାନାରେ ପହଞ୍ଚିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    30.2 ° C
    30.2 °
    30.2 °
    61 %
    3kmh
    54 %
    Wed
    30 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ