Thursday, April 9, 2026
25.9 C
Odisha

    ଯବାନଙ୍କ ଶିବିର ଉପରେ ମାଓବାଦୀଙ୍କ ରକେଟ ମାଡ଼

    ଆଗକୁ ପଢନ୍ତୁ

    ମାଲକାନଗିରି: ଯବାନଙ୍କ ଶିବିର ଉପରେ ମାଓବାଦୀଙ୍କ ରକେଟ ମାଡ଼। ଛତିଶଗଡ଼ର ନାରାୟଣପୁରରୁ ଆସିଛି ଏଭଳି ସାଂଘାତିକ ଚିତ୍ର। ନାରାୟଣପୁର ଜିଲ୍ଲା କୋହକାମେଟା ଥାନା ଇରକଭଟ୍ଟି ଶିବିର ଉପରେ ମାଓବାଦୀମାନେ ଲଗାତାର ଭାବେ ୟୁବିଜିଏଲ ଫାୟର କରୁଥିବା ଚିତ୍ର ଦେଖିବାକୁ ମିଳିଛି।ମାଓବାଦୀମାନେ ଦେଶୀ ୟୁବିଜିଏଲ ଫାୟାର୍ କରୁଛନ୍ତି, ଠିକ୍ ସେତିକି ବେଳେ ଜଣେ ଯବାନ ଦୌଡ଼ି ଯାଉଥିବା ସମୟରେ ଅଳ୍ପକେ ବର୍ତ୍ତି ଯାଇଥିଲେ। ତେବେ ମାଓବାଦୀଙ୍କ ଆକ୍ରମଣକୁ ପ୍ରତିହତ କରି ଲାଲବାହିନୀକୁ ଯବାନମାନେ ଘଉଡ଼ାଇବାରେ ସଫଳ ହୋଇଥିଲେ। ଗତ କିଛି ଦିନ ପୁର୍ବେ ଏଠାରେ ବିଏସ୍ଏଫ୍ ଯବାନଙ୍କ ନୁତନ ଶିବିର ସ୍ଥାପନ ହୋଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.9 ° C
    25.9 °
    25.9 °
    57 %
    0.6kmh
    100 %
    Thu
    37 °
    Fri
    37 °
    Sat
    38 °
    Sun
    41 °
    Mon
    42 °

    ସମ୍ବନ୍ଧିତ