Sunday, September 20, 2026
28.5 C
Odisha

    କଳିଙ୍ଗ ଷ୍ଟାଡିୟମ ସମ୍ମୁଖ ଭେଣ୍ଡିଂ ଜୋନରେ ଭୟଙ୍କର ଅଗ୍ନିକାଣ୍ଡ

    ଆଗକୁ ପଢନ୍ତୁ

    କଳିଙ୍ଗ ଷ୍ଟାଡିୟମ ସମ୍ମୁଖରେ ଥିବା ଭେଣ୍ଡିଂ ଜୋନରେ ଭୟଙ୍କର ଅଗ୍ନିକାଣ୍ଡ । ଜଳିଗଲା ୭ରୁ ଅଧିକ ଦୋକାନ । ଆଜି ଭୋର ୫ ଟା ସମୟରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା । ପରେ ନିଆଁ ଏହା ଆଖପାଖ ଦେକାନକୁ ମଧ୍ୟ ବ୍ୟାପିଥିଲା । ସାଇକେଲ ଓ ପୂଜା ସାମଗ୍ରୀ ଦୋକାନରେ ନିଆଁ ଲାଗିଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି । ତେବେ ଘଟଣାସ୍ଥଳରେ ଅଗ୍ନିଶମ ବାହୀନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ନିଆ କିପରି ଲାଗିଲା ସେନେଇ କୌଣସି ସୂଚନା ମଳିନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.5 ° C
    28.5 °
    28.5 °
    72 %
    2.1kmh
    70 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    24 °

    ସମ୍ବନ୍ଧିତ