Monday, June 23, 2025
25.6 C
Odisha

    ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା

    ଆଗକୁ ପଢନ୍ତୁ

    ମାଟ୍ରିକ ପରୀକ୍ଷା ନେଇ ତାରିଖ ଘୋଷଣା କଲା ବୋର୍ଡ । ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ୨୦୨୩-୨୪ ଶିିକ୍ଷାବର୍ଷର ମାଟ୍ରିକ ପରୀକ୍ଷା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଏ ନେଇ ଆଜି ସାମ୍ବାଦିକ ସମ୍ମିଳନୀ।ହାଇସ୍କୁଲ ସାର୍ଟିଫିକେଟ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଏକତ୍ରିତ ଚାଲିବ। ଆଉ ଦୁଇଟି ସମେଟିଭ ନୁହେଁ ଗୋଟିଏ ବୋର୍ଡ଼ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ପ୍ରତ୍ୟେକ ବିଷୟରେ ୧୦୦ ମାର୍କର ପରୀକ୍ଷା ହେବ। ଏହି ପରୀକ୍ଷାର ୮୦ ପ୍ରତିଶତ ଓ ସ୍କୁଲରେ ହୋଇଥିବା ଇଣ୍ଟରନାଲ ପରୀକ୍ଷାର ୨୦ ପ୍ରତିଶତ ମିଶି ମାର୍କ ସିଟ ପ୍ରସ୍ତୁତ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.6 ° C
    25.6 °
    25.6 °
    83 %
    3.4kmh
    100 %
    Mon
    26 °
    Tue
    26 °
    Wed
    31 °
    Thu
    33 °
    Fri
    32 °

    ସମ୍ବନ୍ଧିତ