Friday, May 1, 2026
37.5 C
Odisha

    ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା

    ଆଗକୁ ପଢନ୍ତୁ

    ମାଟ୍ରିକ ପରୀକ୍ଷା ନେଇ ତାରିଖ ଘୋଷଣା କଲା ବୋର୍ଡ । ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ୨୦୨୩-୨୪ ଶିିକ୍ଷାବର୍ଷର ମାଟ୍ରିକ ପରୀକ୍ଷା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଏ ନେଇ ଆଜି ସାମ୍ବାଦିକ ସମ୍ମିଳନୀ।ହାଇସ୍କୁଲ ସାର୍ଟିଫିକେଟ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଏକତ୍ରିତ ଚାଲିବ। ଆଉ ଦୁଇଟି ସମେଟିଭ ନୁହେଁ ଗୋଟିଏ ବୋର୍ଡ଼ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ପ୍ରତ୍ୟେକ ବିଷୟରେ ୧୦୦ ମାର୍କର ପରୀକ୍ଷା ହେବ। ଏହି ପରୀକ୍ଷାର ୮୦ ପ୍ରତିଶତ ଓ ସ୍କୁଲରେ ହୋଇଥିବା ଇଣ୍ଟରନାଲ ପରୀକ୍ଷାର ୨୦ ପ୍ରତିଶତ ମିଶି ମାର୍କ ସିଟ ପ୍ରସ୍ତୁତ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    37.5 ° C
    37.5 °
    37.5 °
    21 %
    0.3kmh
    60 %
    Fri
    37 °
    Sat
    42 °
    Sun
    41 °
    Mon
    39 °
    Tue
    36 °

    ସମ୍ବନ୍ଧିତ