Saturday, March 14, 2026
38.1 C
Odisha

    ଓଡ଼ିଶା ଆସିବେ ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ। ଫେବ୍ରୁଆରି ୨୮ରେ ଓଡ଼ିଶାରେ ପହଂଚିବା ସହ କୃଷି ଭବନ ପରିଦର୍ଶନ କରିବେ । ଏହି ସମୟରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ ୨୦୧୭ରେ ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ଓଡ଼ିଶା ସରକାର, ଯାହାଦ୍ୱାରା କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟ ବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.1 ° C
    38.1 °
    38.1 °
    9 %
    4.3kmh
    0 %
    Sat
    37 °
    Sun
    38 °
    Mon
    38 °
    Tue
    38 °
    Wed
    38 °

    ସମ୍ବନ୍ଧିତ