Saturday, October 31, 2026
21.7 C
Odisha

    ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର। ଏବେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ଥିଲା ୫ ଟଙ୍କା ୯୦ ପଇସା। ଏଣେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ଥିଲା ୮ ଟଙ୍କା ୮୨ ପଇସା। ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ଖର୍ଚ୍ଚ ବଢାଇଲେ ସରକାର। ଆସନ୍ତାକାଲିଠାରୁ ଏହି ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.7 ° C
    21.7 °
    21.7 °
    98 %
    1.2kmh
    51 %
    Fri
    22 °
    Sat
    28 °
    Sun
    28 °
    Mon
    29 °
    Tue
    28 °

    ସମ୍ବନ୍ଧିତ