Thursday, April 9, 2026
25.9 C
Odisha

    ୧୮ରେ ଖୋଲିବ ସ୍କୁଲ୍, ପ୍ରଥମ ଦିନରୁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବାକୁ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତା ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ବିଦ୍ୟାଳୟ। ପ୍ରଥମ ଦିନରୁ ହିଁ ଓଡ଼ିଶାର ସବୁ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଦିଆଯିବା ଲାଗି ନୂଆ ସରକାର ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଏହି ବ୍ୟବସ୍ଥା କରାଯିବାକୁ କୁହାଯାଇଛି। ଯେପରି କେହି ବି ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନରୁ ବଞ୍ଚିତ ନ ହୁଅନ୍ତି, ସେଥିପ୍ରତି ଧ୍ୟାନ ଦେବାକୁ ସରକାର ତାଗିଦ୍ କରିଛନ୍ତି। ସମସ୍ତ ଡିଇଓଙ୍କୁ ପିଏମ୍ ପୋଷଣ ନୋଡାଲ୍ ଅଧିକାରୀ ଏନେଇ ନିର୍ଦ୍ଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.9 ° C
    25.9 °
    25.9 °
    57 %
    0.6kmh
    100 %
    Thu
    37 °
    Fri
    37 °
    Sat
    38 °
    Sun
    41 °
    Mon
    42 °

    ସମ୍ବନ୍ଧିତ