Saturday, July 4, 2026
25.7 C
Odisha

    ହାତ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ

    ଆଗକୁ ପଢନ୍ତୁ

    ଢେଙ୍କାନାଳ: ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ. ପୂର୍ବତନ ଜିଲ୍ଲା ସଭାପତି ସରୋଜ ପଟ୍ଟନାୟକ, ଓଡାପଡା ବ୍ଲକ ସଭାପତି ପ୍ରମୋଦ କୁମାର ନାୟକ, ସଦର ବ୍ଲକ ସଭାପତି ଅଖିଳ ମୋହନ ଖୁଣ୍ଟିଆ ଓ ଟାଉନ କଂଗ୍ରେସ ସଭାପତି ହାଇଦର ମହମ୍ମଦ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେମାନେ ନିଜ ନିଜର ଇସ୍ତଫା ପତ୍ର ପିସିସି ସଭାପତି ଏବଂ ଏଆଇସିସି ସଭାପତିଙ୍କ ନିକଟକୁ ପଠାଇଥିବା ନେଇ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି।ସେମାନେ କହିଛନ୍ତି ଯେ ସେମାନଙ୍କୁ ଦଳରେ ଅଣଦେଖା କରାଯାଉଛି। ତାଛଡ଼ା ନୂତନ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ କାର୍ଯ୍ୟଶୈଳୀ ସେମାନଙ୍କୁ ଭଲ ଲାଗୁନଥିବାରୁ ଦଳ ଛାଡ଼ିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    25.7 ° C
    25.7 °
    25.7 °
    90 %
    1.2kmh
    100 %
    Sat
    28 °
    Sun
    25 °
    Mon
    27 °
    Tue
    32 °
    Wed
    31 °

    ସମ୍ବନ୍ଧିତ