Sunday, August 23, 2026
24.2 C
Odisha

    ପକ୍ଷାଘାତର ଶିକାର ହୋଇଛି କଂଗ୍ରେସ : ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କଂଗ୍ରେସ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ତିନୋଟି ଖରାପ ତତ୍ତ୍ବ କଂଗ୍ରେସ ଠାରେ ଦେଖିବାକୁ ମିଳୁଛି। ତାହା ହେଲା ଦେଶ ବିରୋଧୀ, ବିକାଶ ବିରୋଧୀ ଓ ଲୋକ ବିରୋଧୀ ତତ୍ତ୍ବ। ଏସବୁ ବିଲକ୍ଷଣ ପାଇଁ ସାରା ଦେଶରେ କଂଗ୍ରେସ ସତ୍ତା ହରାଇଛି। ସେ ଆହୁରି କହିଛନ୍ତି, କଂଗ୍ରେସ ପକ୍ଷାଘାତର ଶିକାର ହୋଇଛି। ଆଉ ଏବେ ଏକା ଚାଲିବାକୁ ଅସମର୍ଥ ହୋଇଛି। ସାଥୀ ଦଳ ସାହାଯ୍ୟରେ ତିଷ୍ଠିବାକୁ ବୃଥା ପ୍ରୟାସ କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.2 ° C
    24.2 °
    24.2 °
    95 %
    1.3kmh
    100 %
    Sat
    24 °
    Sun
    29 °
    Mon
    26 °
    Tue
    26 °
    Wed
    30 °

    ସମ୍ବନ୍ଧିତ