Thursday, April 2, 2026
38.5 C
Odisha

    ରଣା ସାପ କାମୁଡ଼ାରେ ନାବାଳକଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ଖଇରା ବ୍ଲକ ପାଣିଶିଆଳି ଗ୍ରାମରେ ଜଗବନ୍ଧୁ ବେହେରାଙ୍କ ପୁତ୍ର ମନୋରଞ୍ଜନ ବେହେରାଙ୍କର ରଣା ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ ମନୋରଞ୍ଜନ ଶୋଇଥିବା ସମୟରେ ରଣା ସାପ କାମୁଡ଼ିଥିଲା। କିଛି ସମୟ ପରେ ନାବାଳକଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    38.5 ° C
    38.5 °
    38.5 °
    17 %
    3.1kmh
    51 %
    Thu
    38 °
    Fri
    41 °
    Sat
    39 °
    Sun
    38 °
    Mon
    41 °

    ସମ୍ବନ୍ଧିତ