Sunday, August 30, 2026
24.7 C
Odisha

    ଚକଲେଟ କିଣିବାକୁ ଯାଇଥିବା ନାବାଳିକାଙ୍କୁ ଦୁଷ୍କର୍ମ: ଦୋକାନୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

    ଆଗକୁ ପଢନ୍ତୁ

    ବାଲେଶ୍ଵର: ଚକଲେଟ କିଣିବାକୁ ଯାଇ ନାବାଳିକା ଦୋକାନୀ ଦ୍ଵାରା ଦୁଷ୍କର୍ମ ଶିକାର ଘଟଣା‌ରେ ଦୋକାନୀ ଅଜୟ ବେହେରାକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା ଓ ଅନାଦେୟ ହେଲେ ଅଧିକ ୨ ବର୍ଷ ଜେଲ ଦଣ୍ଡ। ୧୭ ଜଣ ସାକ୍ଷୀ, ୧୮ଟି ଦଲିଲ ଓ ଦସ୍ତାବିଜକୁ ଆଧାର କରି ରାୟ ଶୁଣାଇଛନ୍ତି ବାଲେଶ୍ଵର ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ଜଜ୍ ରଞ୍ଜନ କୁମାର ସୂତାର। ନାବାଳିକାଙ୍କୁ ଦୁଷ୍କର୍ମ ନେଇ ଦୋକାନୀ ଅଜୟ ବେହେରା ନାମରେ ୩୦/୫/୨୩ରେ ବାଲେଶ୍ଵର ଜିଲ୍ଲା ଖନ୍ତାପଡ଼ା ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା। ଏହି ମାମଲାରେ ସରକାରଙ୍କ ପକ୍ଷରୁ ସ୍ଵତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପ୍ରଣବ କୁମାର ପଣ୍ଡା ମକଦ୍ଦମା ପରିଚାଳନା କରୁଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    24.7 ° C
    24.7 °
    24.7 °
    93 %
    2.5kmh
    100 %
    Sun
    25 °
    Mon
    24 °
    Tue
    22 °
    Wed
    26 °
    Thu
    26 °

    ସମ୍ବନ୍ଧିତ