Friday, June 19, 2026
37 C
Odisha

    ଜଙ୍ଗଲରୁ ନିଖୋଜ ଦମ୍ପତ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର

    ଆଗକୁ ପଢନ୍ତୁ

    ଜଙ୍ଗଲରୁ ନିଖୋଜ ଦମ୍ପତ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର। ସୋର ଥାନା ହଦ ଗ୍ରାମର ଖୁଣ୍ଟିଆ ମାଝୀ ଓ ତାଙ୍କ ଦ୍ଵିତୀୟ ସ୍ତ୍ରୀ ପାର୍ବତୀ ମୁର୍ମୁ ଗତ ମଙ୍ଗଳବାର ଠାରୁ ନିଖୋଜ ଥିଲେ। ଆଜି ସ୍ଥାନୀୟ ଜାତପଦା ଜଙ୍ଗଲରୁ ଉଭୟଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ଲୋକେ ଛେଳି ଚରାଇବାକୁ ଜଙ୍ଗଲକୁ ଯାଇଥିବା ବେଳେ ଦେବଗିରି ପାହାଡ଼ ଉପରେ ଉଭୟଙ୍କ ଗଳିତ ଶବକୁ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି। ଖୁଣ୍ଟିଆଙ୍କ ଝିଅ ତାଙ୍କୁ ଚିହ୍ନଟ କରିଥିବା ବେଳେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    37 ° C
    37 °
    37 °
    34 %
    2.8kmh
    57 %
    Fri
    35 °
    Sat
    38 °
    Sun
    38 °
    Mon
    38 °
    Tue
    37 °

    ସମ୍ବନ୍ଧିତ