Saturday, July 27, 2024
24.6 C
Odisha

    ମିଥୁନ ଚକ୍ରବର୍ତ୍ତୀ ଅସୁସ୍ଥ, ଛାତିରେ ଯନ୍ତ୍ରଣା କାରଣରୁ ହସ୍ପିଟାଲରେ ଭର୍ତ୍ତି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ:ମିଥୁନ ଚକ୍ରବର୍ତ୍ତୀ ଗୁରୁତର। ଶନିବାର ସକାଳେ ମିଥୁନ ଚକ୍ରବର୍ତ୍ତୀ ଅସୁସ୍ଥତା ଅନୁଭବ କରିଥିଲେ ଏବଂ ପରେ ଛାତିରେ ଯନ୍ତ୍ରଣା ହେବାରୁ ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା ।
    ହସ୍ପିଟାଲରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି । ନିକଟରେ ମିଥୁନ ଚକ୍ରବର୍ତ୍ତୀଙ୍କୁ ସିନେମା ଜଗତରେ ଉଲ୍ଲେଖନୀୟ ଅବଦାନ ପାଇଁ ଦେଶର ସମ୍ମାନଜନକ ପଦ୍ମଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ସେପଟେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ଫ୍ୟାନ୍ସ । ୭୩ ବର୍ଷୀୟ ମିଥୁନ ଚକ୍ରବର୍ତ୍ତୀ ଶନିବାର ସକାଳେ ସେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ଶରୀରରେ ସାମାନ୍ୟ ଅସ୍ଥିରତା ମଧ୍ୟ ଅନୁଭବ କରିଥିଲେ । ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପୂର୍ବରୁ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା । ସେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟ କେମିତି ଅଛି, ସେ ସମ୍ପର୍କରେ କୌଣସି ସୂଚନା ମିଳିପାରିନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ