Friday, June 26, 2026
29.9 C
Odisha

    ଛାତିରେ ଯନ୍ତ୍ରଣା କାରଣରୁ ହସ୍ପିଟାଲରେ ଭର୍ତ୍ତି ହେଲେ ମିଥୁନ ଚର୍କବର୍ତ୍ତୀ

    ଆଗକୁ ପଢନ୍ତୁ

    ବଲିଉଡ ଅଭିନେତା ତଥା ବିଜେପି ନେତା ମିଥୁନ ଚକ୍ରବର୍ତ୍ତୀ ହସ୍ପିଟାଲରେ ଭର୍ତ୍ତି । ଛାତିରେ ଯନ୍ତ୍ରଣା ହେବାରୁ ମିଥୁନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶନିବାର ସକାଳେ ମିଥୁନ ଅସୁସ୍ଥ ଅନୁଭବ କରିଥିଲେ ଏବଂ ପରେ ଛାତିରେ ଯନ୍ତ୍ରଣା ହେବାରୁ ତୁରନ୍ତ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା । ମିଳିଥିବା ସୂଚନା ମୁତାବକ, ହସ୍ପିଟାଲରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି । ଗତ କିଛି ଦିନ ପୂର୍ବରୁ ମିଥୁନଙ୍କୁ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିଲା ।ବଲିଉଡ ସମେତ ବିଭିନ୍ନ ଭାଷାରେ ନିର୍ମିତ ଫିଲ୍ମରେ ମିଥୁନ ଅଭିନୟ କରିଛନ୍ତି । ବେଶ କିଛି ବର୍ଷ ବଲିଉଡରେ ରାଜ କରିବା ପରେ ଗତ କିଛି ଦିନ ହେବ ରାଜନୀତିରେ ଏଣ୍ଟ୍ରି କରିଛନ୍ତି ମିଥୁନ୍ ଚକ୍ରବର୍ତ୍ତୀ । ଏବେ ପଶ୍ଚିମବଙ୍ଗ ବିଜେପି ରାଜନୀତିରେ ବେଶ ସକ୍ରିୟ ଅଛନ୍ତି ମିଥୁନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    29.9 ° C
    29.9 °
    29.9 °
    67 %
    3.3kmh
    78 %
    Fri
    26 °
    Sat
    38 °
    Sun
    36 °
    Mon
    36 °
    Tue
    30 °

    ସମ୍ବନ୍ଧିତ