Tuesday, October 6, 2026
22.3 C
Odisha

    ପଡ଼ିଗଲେ ବିଧାୟକ, ମୁଣ୍ଡରେ ଲାଗିଲା ଆଘାତ

    ଆଗକୁ ପଢନ୍ତୁ

    କେସିଙ୍ଗା : କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ବେଲଖଣ୍ଡିଠାରେ ସୋମବାର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହାକୁ ଉଦ୍‌ଘାଟନ କରିବାକୁ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର ସିଂହ ଯାଇଥିଲେ। ଏହି ସମୟରେ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ପାଇଁ ନିଜେ ବ୍ୟାଟିଂ କରୁଥିବା ସମୟରେ ପଡିଯାଇ ସେ ଆହତ ହୋଇଛନ୍ତି। ବିଧାୟକଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ତୁରନ୍ତ ତାଙ୍କୁ କେସିଙ୍ଗା ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଯାଇଥିବା ସୂଚନା ମିଳିଛ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.3 ° C
    22.3 °
    22.3 °
    79 %
    1kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ