Saturday, September 26, 2026
23.8 C
Odisha

    କଟକରେ ଜଳିଗଲା ମୋ ବସ

    ଆଗକୁ ପଢନ୍ତୁ

    କଟକ ମଧୁପାଟଣା ଛକ ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ଭୁବନେଶ୍ୱରରୁ କଟକ ଆସୁଥିବା ବେଳେ ମୋ ବସରେ ନିଆଁ ଲାଗି ଯାଇଛି। ତେବେ ନିଆଁ ଲାଗିବାର କାରଣ ଜଣାପଡି ନ ଥିବା ବେଳେ ଚାଉଳିଆଗଞ୍ଜ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.8 ° C
    23.8 °
    23.8 °
    95 %
    2.2kmh
    100 %
    Sat
    31 °
    Sun
    30 °
    Mon
    29 °
    Tue
    30 °
    Wed
    30 °

    ସମ୍ବନ୍ଧିତ