Friday, September 20, 2024
24.1 C
Odisha

    ୫ବର୍ଷରେ ୭୫ହଜାର ମେଡିକାଲ ସିଟ୍‌ ବଢ଼ାଯିବ: ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଆଜି ଦେଶ ପାଳୁଛି ୭୮ ତମ ସ୍ବାଧୀନତା ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିଲ୍ଲୀର ଲାଲ୍ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦୀ ଦେଶବାସୀଙ୍କ ସମ୍ବୋଧନ କରିଛନ୍ତି। ନୂଆ ଶିକ୍ଷାନୀତିରେ ବିଜ୍ଞାନ ଓ ଜ୍ଞାନକୌଶଳକୁ ଗୁରୁତ୍ବ ଦିଆଯାଇଥିବା କଥା କହିଛନ୍ତି ମୋଦୀ । ଏଥିସହ ୭୫ ହଜାର ମେଡିକାଲ ସିଟ୍‌ ବଢ଼ିବ ବୋଲି ସେ କହିଛନ୍ତି। ଗବେଷଣାକୁ ଅଧିକ ସୁଦୃଢ କରିବା ଆମର ପ୍ରାଥମିକତା । ମେଡିକାଲ ଶିକ୍ଷା ପାଇଁ ଯୁବପିଢ଼ି ବିଦେଶକୁ ଯାଉଛନ୍ତି । ବିଦେଶରେ ପାଠପଢ଼ା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଆମର ଲକ୍ଷ୍ୟ ଦେଶରେ ଏକ ଲକ୍ଷ ମେଡିକାଲ ସିଟ୍ କରିବା । ଆଗାମୀ ୫ ବର୍ଷରେ ୭୫ ହଜାର ମେଡିକାଲ ସିଟ୍‌ ସୃଷ୍ଟି କରିବୁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    91 %
    1kmh
    100 %
    Thu
    24 °
    Fri
    31 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ