Friday, January 9, 2026
11.7 C
Odisha

    ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ଉଭୟେ ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୁଲିସ ଡ଼ିଜି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ । ଖୁବଶୀଘ୍ର ଏ ନେଇ ସରକାରୀ ସ୍ତରରେ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    11.7 ° C
    11.7 °
    11.7 °
    33 %
    1.1kmh
    92 %
    Fri
    25 °
    Sat
    26 °
    Sun
    27 °
    Mon
    29 °
    Tue
    27 °

    ସମ୍ବନ୍ଧିତ