Friday, October 16, 2026
28.4 C
Odisha

    ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ଉଭୟେ ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୁଲିସ ଡ଼ିଜି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ । ଖୁବଶୀଘ୍ର ଏ ନେଇ ସରକାରୀ ସ୍ତରରେ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    28.4 ° C
    28.4 °
    28.4 °
    68 %
    1.9kmh
    31 %
    Fri
    29 °
    Sat
    28 °
    Sun
    27 °
    Mon
    30 °
    Tue
    30 °

    ସମ୍ବନ୍ଧିତ