Thursday, March 19, 2026
20.8 C
Odisha

    ବିଧାନସଭାରେ ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି । ତାଙ୍କର ସରକାରର ପ୍ରଥମ ବଜେଟ ଉପସ୍ଥାପନ କରିବା ତାଙ୍କ ପାଇଁ ଆନନ୍ଦ ଓ ଗୌରବର ବିଷୟ ବୋଲି ଏହି ଅବସରରେ ସେ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ତାଙ୍କ ସରକାର ସମାଜର ୪ ବର୍ଗ ଗରିବ, ମହିଳା, କୃଷକ ଓ ଯୁବପିଢିଙ୍କ ଉପରେ ସର୍ବାଧିକ ଗୁରୁତ୍ବ ପ୍ରଦାନ କରୁଛନ୍ତି ।

    ଶ୍ରୀଜଗନ୍ନାଥ ମନ୍ଦିରର ବିକାଶ ପାଇଁ ତାଙ୍କ ସରକାର ୫୦୦ କୋଟି ଟଙ୍କାର ଏକ କର୍ପସ ପାଣ୍ଠି ବ୍ୟବସ୍ଥା କରିଛନ୍ତି । ସେହିପରି ଓଡ଼ଶା ଅସ୍ମିତାର ବିକାଶ ପାଇଁ ଓଡ଼ିଶା ଭାଷା ଓ ସଂସ୍କୃତି ବିଭାଗ ଅଧିନରେ ୨୦୦ କୋଟିର ପାଣ୍ଠି ବ୍ୟବସ୍ଥା କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    20.8 ° C
    20.8 °
    20.8 °
    69 %
    1.5kmh
    100 %
    Thu
    32 °
    Fri
    34 °
    Sat
    34 °
    Sun
    35 °
    Mon
    36 °

    ସମ୍ବନ୍ଧିତ