Friday, January 30, 2026
17.9 C
Odisha

    ସୋମବାରଠାରୁ ୧୦ଟାରୁ ଖୋଲିବ ସ୍କୁଲ

    ଆଗକୁ ପଢନ୍ତୁ

    ସୋମବାର ଠାରୁ ୧୦ଟାରେ ସ୍କୁଲ୍ । ରାଜ୍ୟରେ ପାଗ ବଦଳିଥିବାରୁ ତଥା ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ବଡ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସୋମବାରଠାରୁ ସାରା ରାଜ୍ୟରେ ସ୍ବାଭାବିକ ହେବ ସ୍କୁଲ। ପୂର୍ବ ଭଳି ସକାଳ ୧୦ଟାରୁ ସ୍କୁଲ ଖୋଲାଯିବ। ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ପାଣିପାଗ ବଦଳିଛି । ମୌସୁମୀ ବର୍ଷା ସ୍ବାଭାବିକ ହୋଇଥିବାରୁ ସ୍କୁଲ ସ୍ବାଭାବିକ ହେବାରେ କୌଣସି ସମସ୍ୟା ନାହିଁ । ତେଣୁ ଆସନ୍ତାକାଲି ଅର୍ଥାତ ଜୁନ ୨୪ ସୋମବାର ଠାରୁ ସାରା ରାଜ୍ୟରେ ଦିନ ୧୦ଟା ରୁ ଖୋଲିବ ସ୍କୁଲ । ଆଉ ସକାଳୁଆ ସ୍କୁଲ କିମ୍ବା ଛୁଟି ବୃଦ୍ଧି ପାଇବ ନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    17.9 ° C
    17.9 °
    17.9 °
    65 %
    2.1kmh
    45 %
    Thu
    17 °
    Fri
    31 °
    Sat
    32 °
    Sun
    32 °
    Mon
    33 °

    ସମ୍ବନ୍ଧିତ