Thursday, October 1, 2026
23.8 C
Odisha

    ସୋମବାରଠାରୁ ୧୦ଟାରୁ ଖୋଲିବ ସ୍କୁଲ

    ଆଗକୁ ପଢନ୍ତୁ

    ସୋମବାର ଠାରୁ ୧୦ଟାରେ ସ୍କୁଲ୍ । ରାଜ୍ୟରେ ପାଗ ବଦଳିଥିବାରୁ ତଥା ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ବଡ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସୋମବାରଠାରୁ ସାରା ରାଜ୍ୟରେ ସ୍ବାଭାବିକ ହେବ ସ୍କୁଲ। ପୂର୍ବ ଭଳି ସକାଳ ୧୦ଟାରୁ ସ୍କୁଲ ଖୋଲାଯିବ। ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ପାଣିପାଗ ବଦଳିଛି । ମୌସୁମୀ ବର୍ଷା ସ୍ବାଭାବିକ ହୋଇଥିବାରୁ ସ୍କୁଲ ସ୍ବାଭାବିକ ହେବାରେ କୌଣସି ସମସ୍ୟା ନାହିଁ । ତେଣୁ ଆସନ୍ତାକାଲି ଅର୍ଥାତ ଜୁନ ୨୪ ସୋମବାର ଠାରୁ ସାରା ରାଜ୍ୟରେ ଦିନ ୧୦ଟା ରୁ ଖୋଲିବ ସ୍କୁଲ । ଆଉ ସକାଳୁଆ ସ୍କୁଲ କିମ୍ବା ଛୁଟି ବୃଦ୍ଧି ପାଇବ ନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.8 ° C
    23.8 °
    23.8 °
    79 %
    1.6kmh
    13 %
    Thu
    24 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ