Tuesday, April 21, 2026
31.6 C
Odisha

    ୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଖୁବ୍ ଶୀଘ୍ର ଏଥିରୁ ମୁକ୍ତି ମିଳିବ ବୋଲି ଜଣାଯାଛି। ଚଳିତଥର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିର୍ଦ୍ଧାରିତ ସମୟର ପୂର୍ବରୁ ଆଣ୍ଡମାନ ଏବଂ କେରଳ ଛୁଇଁଥିବା ବେଳେ ଆଗାମୀ ୧୦ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ। ୨-୩ ତିନି ଭିତରେ ଦକ୍ଷିଣ ଓଡ଼ିଶା ଛୁଇଁବା ପରେ ଏହା ରାଜ୍ୟର ଅନ୍ୟ ଅଞ୍ଚଳକୁ ସ୍ପର୍ଶ ବିସ୍ତାରିତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ସେପଟେ ଆଗାମୀ ୪ ଦିନରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରି ସେଲସିଅସ୍ ବଢ଼ିବପାରେ ବୋଲି କୁହାଯାଉଛି। ବରଗଡ଼, ବଲାଙ୍ଗୀର, ନୂଆପଡ଼ାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା।  ଏଭଳି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.6 ° C
    31.6 °
    31.6 °
    29 %
    2.3kmh
    80 %
    Tue
    32 °
    Wed
    43 °
    Thu
    43 °
    Fri
    44 °
    Sat
    43 °

    ସମ୍ବନ୍ଧିତ