Friday, July 17, 2026
25 C
Odisha

    ଆଜିଠୁ ସାରା ରାଜ୍ୟରେ ସକାଳୁଆ ସ୍କୁଲ

    ଆଗକୁ ପଢନ୍ତୁ

    ଆଜିଠାରୁ ରାଜ୍ୟର ସମସ୍ତ ସ୍କୁଲରେ ସକାଳୁଆ ସ୍କୁଲ । ସକାଳ ୭ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ । ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାର ଏପରି ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି । ସମସ୍ତ ସରକାରୀ ସ୍କୁଲ, ଅନୁଦାନପ୍ରାପ୍ତ ସ୍କୁଲ ଏବଂ ଘରୋଇ ସ୍କୁଲ ପାଇଁ ଏହି ନିୟମ ଜାରି ହୋଇଛି । ସେହିପରି କ୍ୟାମ୍ପସ ଭିତରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଆବଶ୍ୟକ ପାଣି, ଓଆରଏସ ରଖିବାକୁ ନିଷ୍ପତି ହୋଇଛି । ଏହାବ୍ୟତୀତ ରାଜ୍ୟ ସରକାର ଜିଲ୍ଲାଗୁଡ଼ିକ ପାଇଁ ଆଡଭାଇଜରୀ ଜାରି କରିବା ସହ ଗରମ ଓ ଆର୍ଦ୍ରତା ହ୍ରାସ ପାଇଁ ବିଭିନ୍ନ ବିଭାଗକୁ ବିଭିନ୍ନ କ୍ଷେତ୍ର ପ୍ରତି ଦୃଷ୍ଟି ଦେବାକୁ କହିଛନ୍ତି । ତେବେ ଆଜିଠାରୁ ନୂଆ ଶିକ୍ଷାବର୍ଷ ଆରମ୍ଭ ହୋଇଥିବାରୁ ଏବେ ସ୍କୁଲ ଗୁଡିକରେ ବିଭିନ୍ନ ଶ୍ରେଣୀରେ ନାମ ଲେଖାଇପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25 ° C
    25 °
    25 °
    91 %
    1.9kmh
    100 %
    Fri
    25 °
    Sat
    30 °
    Sun
    29 °
    Mon
    28 °
    Tue
    27 °

    ସମ୍ବନ୍ଧିତ