Saturday, October 10, 2026
21.6 C
Odisha

    ବିଜେପି କର୍ମୀଙ୍କୁ ଭୁଜାଲିରେ ହତ୍ୟା

    ଆଗକୁ ପଢନ୍ତୁ

    ବରଗଡ଼: ବରଗଡ଼ରେ ନିର୍ବାଚନୀ ହିଂସା । ବିଜେପି କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଭୁଜାଲି ରେ ହତ୍ୟା । ବରଗଡ଼ ସଦର ଥାନା ସରସରା ଗାଁରେ ଭୁଜାଲି ରେ ଆକ୍ରମଣ କରି ବିଜେପି କର୍ମୀଙ୍କୁ ହତ୍ୟା । ମୃତ ଯୁବକ ଜଣକ ସରସରା ହାଇସ୍କୁଲ ପଡ଼ାର ୩୫ ବର୍ଷୀୟ ବିଶ୍ଵନାଥ ମିର୍ଦ୍ଧା । ବିଶ୍ଵନାଥ ମିର୍ଦ୍ଧା ଜଣେ ଅଟୋ ଚାଳକ । ଭୋଟ ଚାଲିଥିବା ବେଳେ ସରସରା ଗାଁ ମୁଣ୍ଡ ରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ସୂଚନା । ଚିକିତ୍ସାଧୀନ ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ହୋଇଥିବା ସୂଚନା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.6 ° C
    21.6 °
    21.6 °
    83 %
    1kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ