Friday, June 5, 2026
34.6 C
Odisha

    ଓଡ଼ିଶାରେ ବଲିଉଡ୍ ଅଭିନେତା ନବାଜୁଦ୍ଦିନ୍ ସିଦ୍ଦିକି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡ଼ିଶାରେ ବଲିଉଡ୍ ଅଭିନେତା ନବାଜୁଦ୍ଦିନ୍ ସିଦ୍ଦିକି। ଯାଜପୁର ଜିଲ୍ଲା ବ୍ୟାସନଗରଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସେ ପ୍ରଥମଥର ପାଇଁ ଓଡ଼ିଶା ଆସିଛନ୍ତି। ଏହି ଅବସରରେ ସେ ଓଡ଼ିଶାର ହସ୍ତଶିଳ୍ପ, ହସ୍ତତନ୍ତ ଓ କଳା କାରୁକାର୍ଯ୍ୟକୁ ବେଶ୍ ପ୍ରଶଂସା କରିଛନ୍ତି। ବିଶ୍ବପ୍ରସିଦ୍ଧ ଜଗନ୍ନାଥ ମନ୍ଦିର ଓ କୋଣାର୍କ ମନ୍ଦିରର କାରୁକାର୍ଯ୍ୟ ସମେତ ପଟ୍ଟଚିତ୍ର ଆଦିର ବେଶ ପ୍ରଶଂସା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    34.6 ° C
    34.6 °
    34.6 °
    38 %
    0.9kmh
    78 %
    Fri
    40 °
    Sat
    41 °
    Sun
    42 °
    Mon
    43 °
    Tue
    43 °

    ସମ୍ବନ୍ଧିତ