Thursday, September 17, 2026
24.5 C
Odisha

    ବୀରମହାରାଜପୁରକୁ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଗତକାଲି ୩୪ ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟ ଘୋଷଣା କରିଥିଲେ । ବୀରମହାରାଜପୁର ଏଥିରେ ସାମିଲ ହେବାଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ ରେ ପହଞ୍ଚିଲା।ବୀରମହାରାଜପୁର ସୁବର୍ଣ୍ଣପୁର ଜିଲ୍ଲାର ସବଡିଭିଜନ ମୁଖ୍ୟାଳୟ ଅଟେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.5 ° C
    24.5 °
    24.5 °
    88 %
    1.4kmh
    84 %
    Wed
    25 °
    Thu
    32 °
    Fri
    31 °
    Sat
    31 °
    Sun
    30 °

    ସମ୍ବନ୍ଧିତ