Monday, June 16, 2025
25.8 C
Odisha

    ବୀରମହାରାଜପୁରକୁ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଗତକାଲି ୩୪ ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟ ଘୋଷଣା କରିଥିଲେ । ବୀରମହାରାଜପୁର ଏଥିରେ ସାମିଲ ହେବାଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ ରେ ପହଞ୍ଚିଲା।ବୀରମହାରାଜପୁର ସୁବର୍ଣ୍ଣପୁର ଜିଲ୍ଲାର ସବଡିଭିଜନ ମୁଖ୍ୟାଳୟ ଅଟେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.8 ° C
    25.8 °
    25.8 °
    85 %
    0.5kmh
    100 %
    Sun
    25 °
    Mon
    29 °
    Tue
    27 °
    Wed
    25 °
    Thu
    28 °

    ସମ୍ବନ୍ଧିତ