Tuesday, October 13, 2026
28.9 C
Odisha

    ଭୁବନେଶ୍ବରରେ ନଡ୍ଡାଙ୍କ ରୋଡ୍ ସୋ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଭୁବନେଶ୍ବରରେ ଏକ ବିଶାଳ ରୋଡ୍ ସୋ କହିଛନ୍ତି। ମାଉସୀ ମା’ ମନ୍ଦିର ଠାରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ଏହି ରୋଡ୍ ସୋ’ କରାଯାଇଛି। ନଡ୍ଡାଙ୍କ ସହିତ ଭୁବନେଶ୍ବର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଏବଂ ଭୁବନେଶ୍ବର ଏକାମ୍ର ବିଧାୟକ ପ୍ରାର୍ଥୀ ବାବୁ ସିଂ ଏହି ରୋଡ୍ ସୋରେ ସାମିଲ ହୋଇଛନ୍ତି।ସୂଚନାଯୋଗ୍ୟ,ବୁଧବାର ରାତିରେ ରାଜଧାନୀର ଏକ ହୋଟେଲରେ ସୁଭଦ୍ରା ଯୋଜନା ସମ୍ପର୍କରେ ବିଜେପି ମହିଳା କାର୍ଯ୍ୟକର୍ତ୍ତାଙ୍କ ସହ ସେ ବୈଠକ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାରରେ ମହିଳାଙ୍କୁ ଅଧିକ ଗୁରୁତ୍ବ ଦିଆଯାଉଥିବା ଏହି ଅବସରରେ ସେ କହିଥିଲେ। ମହିଳାଙ୍କୁ ସୁଭଦ୍ରା ଯୋଜନାରେ ମୋଦୀ ସରକାର ୫୦ ହଜାର ଟଙ୍କାର ଭାଉଚର ଦେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.9 ° C
    28.9 °
    28.9 °
    58 %
    1.7kmh
    0 %
    Tue
    30 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ