Tuesday, October 6, 2026
25.1 C
Odisha

    ଆଜିଠୁ ନବରାତ୍ର ପୂଜା ଆରମ୍ଭ

    ଆଗକୁ ପଢନ୍ତୁ

    ଭଦ୍ରକ: ଆସୁଛନ୍ତି ମାଆ । ଆଜିଠୁ ଆରମ୍ଭ ହେଉଛି ନବରାତ୍ର ପୂଜା । ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ବିଭିନ୍ନ ଶକ୍ତିପୀଠ । ଶାରଦୀୟ ଦୁର୍ଗାପୂଜା ଅବସରରେ ଚାଲିଛି ମାଆଙ୍କ ଷୋଡଶ ଉପଚାର ପୂଜା । ୯ ଦିନରେ ମା ୯ଟି ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ। ଭଦ୍ରକ ଜିଲ୍ଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଜୟ ଦୁର୍ଗାଙ୍କ ପାଖରେ ଚାଲିଛି ମାଆଙ୍କ ସ୍ବତନ୍ତ୍ର ପୂଜା ନୀତି। ମାଆ ଆଜି ମହାଲଷ୍ମୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଦର୍ଶନ ପାଇଁ ପୀଠରେ ଭକ୍ତଙ୍କ ଗହଳି ଲାଗିଛି।ସେହିପରି ଗତକାଲି ପରି ଆଜି ବି ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି ମାଆ ସମଲେଶ୍ବରୀ । ଅଢେଇ ଦିନ ପର୍ଯ୍ୟନ୍ତ ମାଆଙ୍କୁ ଧବଳମୁଖି ବେଶ କରିବା ନେଇ ପରମ୍ପରା ରହିଛି । ଅନ୍ୟପଟେ ପୂଜା ମଣ୍ଡପରେ ମାଆଙ୍କ ମୂର୍ତ୍ତିରେ ଖଡି ଲାଗି ପରେ ଆଜିଠୁ ରଙ୍ଗକାମ କରାଯାଉଛି । ବିଭିନ୍ନ ମଣ୍ଡପରେ ସାଜସଜା, ରୁପା ମେଢ ଓ ତୋରଣ କାମ ମଧ୍ୟ ଜୋରସୋରରେ ଚାଲିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.1 ° C
    25.1 °
    25.1 °
    75 %
    0.6kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ