Friday, July 26, 2024
24.2 C
Odisha

    ବିଜେଡି ବିଧାୟକଙ୍କ ମନୋବଳ ବଢ଼ାଇଲେ ନବୀନ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ବିଜେଡି ନେତାଙ୍କୁ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଗୁରୁମନ୍ତ୍ର । ନୂଆ ଓ ପୁରୁଣା ବିଧାୟକଙ୍କ ବଢ଼ାଇଲେ ମନୋବଳ । ଶପଥ ନେବା ପରେ ନିଜ ନିଜ ଅଞ୍ଚଳର ବିକାଶକାର୍ଯ୍ୟକୁ ତ୍ବରାନ୍ନିତ କରିବାକୁ ସଂକଳ୍ପ ନେଇଛନ୍ତି ବିଜେଡି ବିଧାୟକ । ପ୍ରତ୍ୟେକ ଦିନ ନବୀନଙ୍କୁ ଭେଟି ଏନେଇ କରୁଛନ୍ତି ଆଲୋଚନା । ତେବେ ବିରୋଧୀ ଦଳରେ ରହି ଗଠନମୂଳକ ଆଲୋଚନା ମାଧ୍ୟମରେ ଲୋକଙ୍କ ସୁଖ ଦୁଃଖର ସାଥୀ ହେବେ ବୋଲି କହିଛନ୍ତି ବିଜେଡି ବିଧାୟକ । ବିଜେଡି ବିଧାୟକଙ୍କ ପଣ ଲୋକଙ୍କ ସୁଖଦୁଃଖର ସାଥୀ ହୋଇଥିଲେ, ଆଗକୁ ରହିବେ । ଗାଁ ଦାଣ୍ଡରୁ ବିଧାନସଭା ଯାଏଁ ଲୋକଙ୍କ ସମସ୍ୟା ସମାଧାନ ପାଇଁ କାମ କରିବେ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଜନସେବାର ଯେଉଁ ମୂଲ୍ୟବୋଧ ଓ ଗୁରୁମନ୍ତ୍ର ଦେଇଛନ୍ତି ତାହାକୁ ବିରୋଧୀ ଦଳରେ ରହି ସତ ପ୍ରତିଶତ ପାଳନ କରିବେ ବୋଲି କହିଛନ୍ତି ବିଜେଡି ବିଧାୟକ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.2 ° C
    24.2 °
    24.2 °
    92 %
    3.4kmh
    99 %
    Thu
    24 °
    Fri
    24 °
    Sat
    25 °
    Sun
    27 °
    Mon
    30 °

    ସମ୍ବନ୍ଧିତ