Sunday, February 1, 2026
30 C
Odisha

    ରାଜ୍ୟରେ ଖୋଲିବ ଆଉ ୫ଟି ନୂଆ ମହିଳା NCC ବାଟାଲିୟନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଛାତ୍ରୀମାନଙ୍କୁ ସଶକ୍ତ କରିବାକୁ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । ରାଜ୍ୟରେ ଖୋଲିବ ଆଉ ୫ଟି ନୂଆ ମହିଳା NCC ବାଟାଲିୟନ । ଏନେଇ ଓଡ଼ିଶା ଏନସିସି ନିର୍ଦ୍ଦେଶକଙ୍କୁ ଚିଠି କରିଛି ଉଚ୍ଚଶିକ୍ଷା ବିଭାଗ ।

    ରାଜ୍ୟର ବର୍ତ୍ତମାନ ଏଏନସିସି କ୍ୟାଡେଟ ସଂଖ୍ୟା ୬୩,୦୦୦ ରହିଥିବା ବେଳେ ଏହାକୁ ୯୦,୦୦୦ କୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି । ଚିଠିରେ କ୍ୟାଡେଟ୍‌ମାନଙ୍କ ଦକ୍ଷତା ବିକାଶ ଓ ପ୍ରଶିକ୍ଷଣ ଉପରେ ଗୁରୁତ୍ୱ ଦିଆଯାଇଛି । ତେବେ ନୂଆ ମହିଳା ଏଏନସିସି ବାଟାଲିୟନ ସ୍ଥାପନ ଏହି ଲକ୍ଷ୍ୟକୁ ତ୍ୱରାନ୍ୱିତ କରିବ । ଫଳରେ ଛାତ୍ରୀମାନେ ଉପକୃତ ହୋଇପାରିବେ ।state state

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    30 ° C
    30 °
    30 °
    26 %
    3.2kmh
    87 %
    Sun
    28 °
    Mon
    31 °
    Tue
    31 °
    Wed
    32 °
    Thu
    33 °

    ସମ୍ବନ୍ଧିତ