Wednesday, October 7, 2026
22.5 C
Odisha

    ୟୁଜିସି ନେଟ ପରୀକ୍ଷା ଅସିଦ୍ଧ ଘୋଷଣା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ୟୁଜିସି ନେଟ ପରୀକ୍ଷା ରଦ୍ଦ। ପରୀକ୍ଷାରେ ଅନିୟମିତତା ଅଭିଯୋଗ ପରେ ପଦକ୍ଷେପ। ବିଭିନ୍ନ ସହରରେ ହୋଇଥିଲା ୟୁଜିସି ନେଟ ପରୀକ୍ଷା। ପୁଣି ଥରେ ପରୀକ୍ଷା କରିବାକୁ ଶିକ୍ଷା ମନ୍ତ୍ରାଳୟ ନେଇଛି ନିଷ୍ପତ୍ତି। ପରୀକ୍ଷାରେ ସ୍ବଚ୍ଛତା ନେଇ ସନ୍ଦେହ ପରେ ପରୀକ୍ଷା ରଦ୍ଦ ଲାଗି ନିଆଯାଇଛି ନିଷ୍ପତ୍ତି। ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ପରୀକ୍ଷାର ସ୍ବଚ୍ଛତା ଉପରେ ସରକାର ସର୍ବଦା ଗୁରୁତ୍ବ ପ୍ରଦାନ କରୁଛନ୍ତି। ଇଣ୍ଡିଆନ ସାଇବର କ୍ରାଇମ କୋଅର୍ଡିନେସନ ସେଣ୍ଟରର ତଥ୍ଯ ଅନୁସାରେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏହି ସେଣ୍ଟର କେନ୍ଦ୍ର ଗୃହ ବ୍ଯାପାର ମନ୍ତ୍ରାଳୟ ଅଧୀନରେ ରହିଥିବାବେଳେ ପରୀକ୍ଷାରେ ଅନିୟମିତତା ପ୍ରସଙ୍ଗରେ କିଛି ସୂଚନା ଦେଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.5 ° C
    22.5 °
    22.5 °
    88 %
    1.7kmh
    0 %
    Wed
    22 °
    Thu
    30 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ