Friday, May 8, 2026
26.2 C
Odisha

    ନୂଆବର୍ଷରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ନୂଆ ଦର୍ଶନ ବ୍ୟବସ୍ଥା

    ଆଗକୁ ପଢନ୍ତୁ

    ନୂଆବର୍ଷରୁ ଭକ୍ତଙ୍କ ପାଇଁ ଆରମ୍ଭ ହେବ ନୂଆ ଦର୍ଶନ ବ୍ୟବସ୍ଥା । ନୂଆ ଦର୍ଶନ ବ୍ୟବସ୍ଥା ଅନୁସାରେ ବଡ଼ଦାଣ୍ଡ ଦେଇ ଆସୁଥିବା ଭକ୍ତଙ୍କୁ ମରିଚିକୋଟ ଛକରୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପର୍ଯ୍ୟନ୍ତ ନୂଆ କରି ତିଆରି ହୋଇଥିବା ସେଡ୍ରେ ଦର୍ଶନ ପାଇଁ ଛଡ଼ାଯିବ । ସେହିପରି ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂରୁ ବଡଦାଣ୍ଡ ଦେଇ ଆସୁଥିବା ଭକ୍ତ ଶୀତତାପ ନିୟନ୍ତ୍ରିତ ସିଡ୍ ଦେଇ ଆସି ଶ୍ରୀମନ୍ଦିର କାର୍ଯ୍ୟାଳୟ ଅଭ୍ୟର୍ଥନା କେନ୍ଦ୍ରରେ ପହଂଚିବେ । ପୁରୀ ସହରବାସୀଙ୍କ ପାଇଁ କୌଣସି କଟକଣା ରହିବ ନାହିଁ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ବିଶେଷ ଦିନକୁ ଛାଡି ଦେଲେ ଅନ୍ୟ ଦିନମାନଙ୍କରେ ଚାରି ଦ୍ୱାର ଦେଇ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.2 ° C
    26.2 °
    26.2 °
    62 %
    8kmh
    53 %
    Fri
    35 °
    Sat
    39 °
    Sun
    39 °
    Mon
    38 °
    Tue
    39 °

    ସମ୍ବନ୍ଧିତ