Saturday, March 7, 2026
19.3 C
Odisha

    ଓଡିଶାରେ ଯୋଗ ଦେଲେ ନୂଆ ବିଏସଏଫ୍ ଆଇଜି କୈଳାଶ ଚନ୍ଦ୍ର ଜାଟ୍

    ଆଗକୁ ପଢନ୍ତୁ

    ଓଡିଶାରେ ଯୋଗ ଦେଲେ ନୂତନ ବିଏସଏଫ୍ ଆଇଜି । ଆଇଜି ଡି ଜେ ଶର୍ମାଙ୍କ ସ୍ଥାନରେ ଏବେ ଯୋଗ ଦେଇଛନ୍ତି କୈଳାଶ ଚନ୍ଦ୍ର ଜାଟ୍ । ଜମ୍ମୁ-କାଶ୍ମୀରରେ ମିଲିଟାରୀ ତାଲିମ୍ ଓ ଅପରେସନରେ କୈଳାଶ ଚନ୍ଦ୍ରଙ୍କ ରହିଛି ଅଭିଜ୍ଞତା । ତେବେ କୈଳାଶ ଚନ୍ଦ୍ର ଜାଟ୍ ଦାୟିତ୍ୱ ନେବା ପରେ ଖୁବ ଶୀଘ୍ର ନକ୍ସଲ ଦମନ ନେଇ ବଡଧରଣର ପ୍ଲାନ୍ ହୋଇପାରେ ବୋଲି ଆକଳନ କରାଯାଉଛି । ରାଜସ୍ଥାନ ପୋଲିସ୍ ଏକାଡେମିରେ ଡିଆଇଜି ପଦବୀରେ ଦୀର୍ଘ ଦିନ ଧରି ଦାୟିତ୍ୱ ତୁଲାଇବା ପରେ ପୁଣିଥରେ ବିଏସଏଫକୁ ଫେରିଛନ୍ତି କେସି ଜାଟ୍ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    19.3 ° C
    19.3 °
    19.3 °
    95 %
    1.7kmh
    18 %
    Sat
    35 °
    Sun
    36 °
    Mon
    37 °
    Tue
    39 °
    Wed
    39 °

    ସମ୍ବନ୍ଧିତ