Friday, October 2, 2026
25.2 C
Odisha

    ଅରୁଣ ଷଡଙ୍ଗୀ ପୋଲିସ ମହାନିର୍ଦ୍ଦେଶକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: DGP ଦାୟିତ୍ୱରେ ଅରୁଣ ଷଡଙ୍ଗୀ। ଅରୁଣ ଷଡଙ୍ଗୀଙ୍କୁ ପୋଲିସ୍‌ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାଇତ୍ୱ ଦିଆଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍‌ ର ଆଇପିଏସ୍‌ ଅଫିସର ହେଉଛନ୍ତି ଅରୁଣ ଷଡଙ୍ଗୀ। ଏବେ BPSPAର ନିର୍ଦ୍ଦେଶକ ଅଛନ୍ତି ଅରୁଣ ଷଡଙ୍ଗୀ। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନିଲ ବଂଶଲଙ୍କ କାର୍ଯ୍ୟକାଳ ଡିସେମ୍ବର ମାସ ୩୧ ତାରିଖରେ ସମାପ୍ତ ହେବାକୁ ଯାଉଛି

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ