Tuesday, September 8, 2026
29.4 C
Odisha

    ଧାର୍ମିକ ଅନୁଷ୍ଠାନର ୫ କିଲୋମିଟର ପରିଧି ମଧ୍ୟରେ ମଦ ଦୋକାନ ମନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟ ସରକାର ଅବକାରୀ ନୀତିରେ କେତେକ ପରିବର୍ତ୍ତନ କରିଛନ୍ତି। ତାହା ଅନୁଯାୟୀ, ପୁରୀ ବେଳାଭୂମିରେ ଆଉ ମଦ ଦୋକାନ ଖୋଲିବାକୁ ଅନୁମତି ଦିଆଯିବନାହିଁ। ଠିକ୍ ସେହିପରି ପୁରୀ ବେଳାଭୂମି ସହ ପୁରୀ ପୌରାଞ୍ଚଳରେ ମଦ କ୍ୟାବିନ୍ ନିଷିଦ୍ଧ। ସାମାଜିକ, ଧାର୍ମିକ, ସାଂସ୍କୃତିକ ଦିଗକୁ ଦେଖି ଅବକାରୀ ନୀତିରେ ଏଭଳି ପରିବର୍ତ୍ତନ କରାଯାଇଥିବା କୁହାଯାଉଛି।
    ତେଣେ ରାଜ୍ୟର ଅନ୍ୟ ଧର୍ମାନୁଷ୍ଠାନ ଅଞ୍ଚଳରେ ବି ଆଉ ଖୋଲିବନି ମଦ ଦୋକାନ। ଧାର୍ମିକ ଅନୁଷ୍ଠାନର ୫ କିଲୋମିଟର ପରିଧି ମଧ୍ୟରେ ମଦ ଦୋକାନ ନ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.4 ° C
    29.4 °
    29.4 °
    70 %
    3kmh
    36 %
    Tue
    31 °
    Wed
    31 °
    Thu
    28 °
    Fri
    29 °
    Sat
    30 °

    ସମ୍ବନ୍ଧିତ