Monday, September 14, 2026
23.9 C
Odisha

    ୧ ଜୁଲାଇରୁ ଦେଶରେ ଲାଗୁ ହେବ ୩ ନୂଆ ଅପରାଧିକ ଆଇନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଦେଶରେ ଅପରାଧିକ ନ୍ୟାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ରୂପେ ବଦଳାଇବା ପାଇଁ ଜୁଲାଇ ୧ରୁ ତିନୋଟି ନୂତନ ନିୟମ ଲାଗୁ ହେବ। ଆଇପିସି, ସିଆରପିସି ଏବଂ ଏଭିଡେନ୍ସ ଆକ୍ଟ ଅଇନରେ ପରିବର୍ତ୍ତନ ଆଣିବାକୁ ସରକାର ଶନିବାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଜୁଲାଇ ୧ରୁ ପୂର୍ବ ପ୍ରଚଳିତ ଆଇନ ବଦ‌ଳରେ ୩ ନୂଆ ଅପରାଧିକ ଆଇନ କାର୍ଯ୍ୟକାରୀ ହେବ। ତିନି ଅପରାଧିକ ନିୟମ ହେଉଛି, ଭାରତ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ। ଏହି ନୂତନ ଆଇନ ବ୍ରିଟିଶ ସମୟଠାରୁ ପ୍ରଚଳିତ ହେଉଥିବା ଆଇନକୂ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିବା ସହ ଏହାଦ୍ବାରା ଆତଙ୍କବାଦ, ରାଜଦ୍ରୋହ ଏବଂ ଦେଶ ବିରୋଧରେ କାର୍ଯ୍ୟର ସଂଜ୍ଞାକୁ ଭଲ ଭାବେ ବାଖ୍ୟା କରିବାବୁ ସକ୍ଷମ ହେବ। ଏହି ୩ଟି ନୂଆ ଆଇନକୁ ଗତ ବର୍ଷ ସେପ୍ଟେମ୍ବର ୨୧ରେ ସଂସଦ ଅନୁମୋଦନ କରିଥିଲା। ଏହା ପରେ, ଡିସେମ୍ବର ୨୫ରେ ରାଷ୍ଟ୍ରପତି ମଧ୍ୟ ଏହାକୁ ଅନୁମୋଦନ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.9 ° C
    23.9 °
    23.9 °
    93 %
    0.4kmh
    100 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ