Sunday, February 22, 2026
18.5 C
Odisha

    ବିଜେଡିର ୧୬ ଜଣିଆ ନୂଆ ମିଡିଆ ଟିମ୍

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ନୂଆ ମିଡିଆ ଟିମ୍ ଘୋଷଣା କରିଛି ବିଜେଡି। ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା କରାଯାଇଛି। ତେବେ ନୂଆ କରି ଘୋଷଣା କରାଯାଇଥିବା ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ, ସାରଦା ଜେନା, ଲତିକା ପ୍ରଧାନଙ୍କ ଭଳି ନେତାଙ୍କୁ ସ୍ଥାନ ମିଳିଛି। ଏଥିସହ ରମେଶ ବେହେରା, ମନ୍ମଥ ରାଉତରାୟ, ତୁମ୍ବନାଥ ପଣ୍ଡା, ମିହିର ରାୟ, ଚିନ୍ମୟ ସାହୁ, ଇପସିତା ସାହୁ, ସୋଫିଆ ଆଲାମ୍, ଇରାନୀ ରାୟ, ବିଶ୍ୱନାଥ ପ୍ରତାପ ସାହୁ ଓ ଯୁବ ନେତା ଅରୁପ ଶ୍ରୀଚନ୍ଦନଙ୍କୁ ଏହି ଟିମରେ ସାମିଲ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18.5 ° C
    18.5 °
    18.5 °
    41 %
    1kmh
    0 %
    Sun
    34 °
    Mon
    35 °
    Tue
    34 °
    Wed
    34 °
    Thu
    35 °

    ସମ୍ବନ୍ଧିତ