Thursday, January 8, 2026
25.6 C
Odisha

    ନଭେମ୍ବରରେ ମିଳିବ ନୂଆ ରାସନ କାର୍ଡ । ୧୦ ଲକ୍ଷ ଲୋକ କରିଛନ୍ତି ଆବେଦନ

    ଆଗକୁ ପଢନ୍ତୁ

    ନଭେମ୍ବରରେ ମିଳିବ ନୂଆ ରାସନ କାର୍ଡ । ଯେଉଁମାନେ ନୂଆ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି , ସେମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ କାର୍ଡ । ପ୍ରାୟ ୧୦ ଲକ୍ଷ ଲୋକ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି । ବର୍ତ୍ତମାନ ରାସନ କାର୍ଡର ଇ-କେୱାଇସି ଚାଲିଛି । ଯାଞ୍ଚ ପରେ ଏଥିରୁ ଅନେକ ଅଯୋଗ୍ୟ ବାହାରିବେ । ଏହା ପରେ ନୂଆ ହିତାଧିକାରୀଙ୍କୁ ରାସନକାର୍ଡ ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.6 ° C
    25.6 °
    25.6 °
    14 %
    2.4kmh
    44 %
    Thu
    23 °
    Fri
    26 °
    Sat
    26 °
    Sun
    27 °
    Mon
    29 °

    ସମ୍ବନ୍ଧିତ