Wednesday, July 1, 2026
26.1 C
Odisha

    ନଭେମ୍ବରରେ ମିଳିବ ନୂଆ ରାସନ କାର୍ଡ । ୧୦ ଲକ୍ଷ ଲୋକ କରିଛନ୍ତି ଆବେଦନ

    ଆଗକୁ ପଢନ୍ତୁ

    ନଭେମ୍ବରରେ ମିଳିବ ନୂଆ ରାସନ କାର୍ଡ । ଯେଉଁମାନେ ନୂଆ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି , ସେମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ କାର୍ଡ । ପ୍ରାୟ ୧୦ ଲକ୍ଷ ଲୋକ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି । ବର୍ତ୍ତମାନ ରାସନ କାର୍ଡର ଇ-କେୱାଇସି ଚାଲିଛି । ଯାଞ୍ଚ ପରେ ଏଥିରୁ ଅନେକ ଅଯୋଗ୍ୟ ବାହାରିବେ । ଏହା ପରେ ନୂଆ ହିତାଧିକାରୀଙ୍କୁ ରାସନକାର୍ଡ ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.1 ° C
    26.1 °
    26.1 °
    85 %
    1.4kmh
    99 %
    Wed
    26 °
    Thu
    31 °
    Fri
    30 °
    Sat
    30 °
    Sun
    31 °

    ସମ୍ବନ୍ଧିତ