Saturday, October 3, 2026
23.6 C
Odisha

    ନୂଆବର୍ଷରୁ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ନୂଆ ନିୟମ

    ଆଗକୁ ପଢନ୍ତୁ

    ନୂଆବର୍ଷରୁ ଲିଙ୍ଗରାଜ ମନ୍ଦିରରେ ନୂଆ ନିୟମ । ଏଣିକି ଓମ୍ଫେଡ୍ ଘିଅରେ ପ୍ରଭୁ ଲିଙ୍ଗରାଜଙ୍କ କୋଠଭୋଗ । କେବଳ ଏତିକି ନୁହେଁ, ପାନ, ଗୁଟଖା ସେବନକାରୀ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ନାହିଁ । ଏହି ସହ ପଲିଥିନ୍ ଓ ପ୍ଲାଷ୍ଟିକ୍ ଭିତରକୁ ନେଇ ପାରିବେ ନାହିଁ ଶ୍ରଦ୍ଧାଳୁ । ନୂଆ ବର୍ଷର ପ୍ରଥମ ଦିନରୁ ଏହି ନିୟମ କଡାକଡି ହେବ । ଏଥିପାଇଁ ଟ୍ରଷ୍ଟ ବୋର୍ଡର ବୈଠକରେ ଅନୁମତି ପରେ ସେବାୟତ ମୁଖ୍ୟଙ୍କୁ ଚିଠି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    79 %
    1.6kmh
    7 %
    Sat
    23 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ