Wednesday, March 4, 2026
19.6 C
Odisha

    ଆସନ୍ତା ୩ ଦିନ ଯାଏଁ ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଯାହାଫଳରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି ଜିଲ୍ଲାରେ ପବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ଆସନ୍ତା ୩୦ ତାରିଖ ଯାଏଁ ବର୍ଷା ଲାଗିରହିବ । ଲଘୁଚାପ ପ୍ରଭାବରେ କିଛି ଦିନ ସମୁଦ୍ର ଅଶାନ୍ତ ରହିବ । ତେଣୁ ଆଗାମୀ ତିନି ଦିନ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକକା ମନୋରମା ମହାପାତ୍ର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.6 ° C
    19.6 °
    19.6 °
    29 %
    1.2kmh
    0 %
    Wed
    35 °
    Thu
    37 °
    Fri
    37 °
    Sat
    38 °
    Sun
    36 °

    ସମ୍ବନ୍ଧିତ