Monday, September 14, 2026
23.9 C
Odisha

    ଆସ୍ଥା ଭୋଟ ରେ ନୀତିଶ ପାସ: କକ୍ଷତ୍ୟାଗ କଲେ ବିରୋଧୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଆସ୍ଥାଭୋଟରେ ବିଜୟୀ ହୋଇଛନ୍ତି ନୀତୀଶ କୁମାର । ସପକ୍ଷରେ ୧୨୯ଟି ଭୋଟ ପଡ଼ିଥିବାବେଳେ ବିରୋଧୀ ଦଳ ଆସ୍ଥାଭୋଟ ପୂର୍ବରୁ କକ୍ଷତ୍ୟାଗ କରିଥିଲେ । ଆସ୍ଥାଭୋଟ ପୂର୍ବରୁ ନୀତୀଶ କୁମାର ଗୃହରେ ଆରଜେଡିକୁ ଟାର୍ଗେଟ କରି କହିଥିଲେ ଯେ, ଆମେ ସେମାନଙ୍କୁ ସମ୍ମାନ ଦେଇଥିଲୁ ଏବଂ ଆମେ ଜାଣିବାକୁ ପାଇଲୁ ଯେ ଏହି ଲୋକମାନେ ଦୁର୍ନୀତି କରୁଥିଲେ। ବିଜେପି କେବେ ବି ଏପରି କରେନାହିଁ। ଆମେ ରାଜ୍ୟର ସ୍ୱାର୍ଥ ପାଇଁ କାମ କରିବୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.9 ° C
    23.9 °
    23.9 °
    93 %
    0.4kmh
    100 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ